ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜସ୍ଥାନର ଯୋଧପୁରରେ ମର୍ମନ୍ତୁଦ ସିଲିଣ୍ଡର ଦୁର୍ଘଟଣା ପରେ ପିଏମଏନଆରଏଫ୍‍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 16 DEC 2022 6:11PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଯୋଧପୁରରେ ଘଟିଥିବା ମର୍ମନ୍ତୁଦ ସିଲିଣ୍ଡର ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ୨ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଯୋଧପୁରରେ ଘଟିଥିବା ମର୍ମନ୍ତୁଦ ସିଲିଣ୍ଡର ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫ୍‍ ରୁ ୨ ଲକ୍ଷ ଟଙ୍କା ପ୍ରଦାନ ଲାଗି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ।”

HS


(रिलीज़ आईडी: 1884355) आगंतुक पटल : 156
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam