ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସିକିମ ଠାରେ ସଡକ ଦୁର୍ଘଟଣାରେ ମୃତ ସେନା କର୍ମଚାରୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ

Posted On: 23 DEC 2022 5:18PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକିମ ଠାରେ ସଡକ ଦୁର୍ଘଟଣା ଯୋଗୁଁ ସେନା କର୍ମଚାରୀଙ୍କ ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତମାନଙ୍କ ଦ୍ରୁତ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।   

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ସିକିମ ଠାରେ ସଡକ ଦୁର୍ଘଟଣା ଯୋଗୁଁ ଆମ ବୀର ସେନା କର୍ମଚାରୀଙ୍କ ମୃତ୍ୟୁରେ ଦୁଃଖିତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ@narendramodi” 

 

SR


(Release ID: 1886160)