ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡିସେମ୍ବର ୨୪ରେ ଶ୍ରୀ ସ୍ୱାମୀନାରାୟଣ ଗୁରୁକୁଳ ରାଜକୋଟ ସଂସ୍ଥାନର ୭୫ତମ ଅମୃତ ମହୋତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

प्रविष्टि तिथि: 23 DEC 2022 8:14PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୨୨ ପୂର୍ବାହ୍ନ ୧୧ଟା ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀ ସ୍ୱାମୀନାରାୟଣ ଗୁରୁକୁଳ ରାଜକୋଟ ସଂସ୍ଥାନର ୭୫ତମ ଅମୃତ ମହୋତ୍ସବରେ ଅଭିଭାଷଣ ପ୍ରଦାନ କରିବେ ।

୧୯୪୮ରେ ରାଜକୋଟ ଠାରେ ଗୁରୁଦେବ ଶାସ୍ତ୍ରୀଜୀ ମହାରାଜ ଶ୍ରୀ ଧର୍ମଜୀବନଦାସଜୀ ସ୍ୱାମୀ ଶ୍ରୀ ସ୍ୱାମୀନାରାୟଣ ଗୁରୁକୁଳ ରାଜକୋଟ ସଂସ୍ଥାନ ପ୍ରତିଷ୍ଠା କରିଥିଲେ । ଏହି ସଂସ୍ଥାନ ପ୍ରସାରିତ ହୋଇଛି ଏବଂ ବିଶ୍ୱର ବିଭିନ୍ନ ସ୍ଥାନରେ ଏବେ ଏହାର ୪୦ରୁ ଅଧିକ ଶାଖା ରହିଛି । ଯେଉଁଠି ୨୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ସ୍କୁଲ, ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷା ଗ୍ରହଣ କରୁଛନ୍ତି ।

 

SR


(रिलीज़ आईडी: 1886162) आगंतुक पटल : 138
इस विज्ञप्ति को इन भाषाओं में पढ़ें: Malayalam , Bengali , English , Urdu , Marathi , हिन्दी , Manipuri , Assamese , Punjabi , Gujarati , Tamil , Telugu , Kannada