ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଫିଜି ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ସିତିଭେନି ରାବୁକାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
25 DEC 2022 11:04AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫିଜି ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ସିତିଭେନି ରାବୁକାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଫିଜି ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଅଭିନନ୍ଦନ @slrabuka । ଭାରତ ଓ ଫିଜି ମଧ୍ୟରେ ଥିବା ଘନିଷ୍ଠ ତଥା ଦୀର୍ଘ ବର୍ଷର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ମିଳିତ ଭାବେ କାମ କରିବାକୁ ଆଗ୍ରହୀ ।”
SR
(ରିଲିଜ ଆଡି: 1886457)
ପରିଦର୍ଶକ କାଉଣ୍ଟର : 179
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam