ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜୟନ୍ତୀ ଅବସରରେ ପଣ୍ଡିତ ମଦନ ମୋହନ ମାଲବୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
25 DEC 2022 7:35PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପଣ୍ଡିତ ମଦନ ମୋହନ ମାଲବୀୟଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶିକ୍ଷା କ୍ଷେତ୍ରକୁ ସମୃଦ୍ଧ କରିବା ପାଇଁ ପଣ୍ଡିତ ମଦନ ମୋହନ ମାଲବୀୟଙ୍କ ଅତୁଳନୀୟ ଅବଦାନକୁ ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ମା ଭାରତୀଙ୍କ ମହାନ ସନ୍ତାନ ମହାମନା ପଣ୍ଡିତ ମଦନ ମୋହନ ମାଲବୀୟ ଜୀଙ୍କୁ ତାଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି । ଦେଶର ଶିକ୍ଷା ଜଗତର ସମୃଦ୍ଧି ପାଇଁ ସେ ନିଜ ଜୀବନ ସମର୍ପିତ କରିଥିଲେ, ଯେଉଁଥିପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ।”
SR
(ରିଲିଜ ଆଡି: 1886544)
ପରିଦର୍ଶକ କାଉଣ୍ଟର : 168
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam