ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜୟନ୍ତୀ ଅବସରରେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 25 DEC 2022 7:38PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ, ଅଟଳ ବିହାରୀ ବାଜପେୟୀଙ୍କ ପ୍ରତି ନିଜ ଭାବନା ମଧ୍ୟ ବ୍ୟକ୍ତ କରିଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଜୟନ୍ତୀ ଅବସରରେ ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି । ଭାରତ ପ୍ରତି ତାଙ୍କ ଅବଦାନ ଚିର ସ୍ମରଣୀୟ ହୋଇରହିବ । ତାଙ୍କ ନେତୃତ୍ୱ ଓ ଦୃଷ୍ଟିଭଙ୍ଗୀ ଲକ୍ଷ ଲକ୍ଷ ଜନତାଙ୍କୁ ଅନୁପ୍ରାଣିତ କରିଛି ।” 

 

SR


(रिलीज़ आईडी: 1886546) आगंतुक पटल : 191
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada