ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ସଂସଦରେ ପଣ୍ଡିତ ମଦନ ମୋହନ ମାଲଭ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 25 DEC 2022 7:50PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦରେ ଏକ କାର୍ଯ୍ୟକ୍ରମରେ ପଣ୍ଡିତ ମଦନ ମୋହନ ମାଲଭ୍ୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି:

“ପଣ୍ଡିତ ମଦନ ମୋହନ ମାଲଭ୍ୟଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।”

HS



(Release ID: 1886853) Visitor Counter : 104