ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କ୍ରିକେଟର ଋଷଭ ପନ୍ତଙ୍କ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 30 DEC 2022 4:38PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ କ୍ରିକେଟର ଋଷଭ ପନ୍ତଙ୍କ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ଜଣାଶୁଣା କ୍ରିକେଟର ଋଷଭ ପନ୍ତଙ୍କ ଦୁର୍ଘଟଣାରେ ଦୁଃଖିତ । ମୁଁ ତାଙ୍କ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି । @RishabhPant17"

HS


(रिलीज़ आईडी: 1887635) आगंतुक पटल : 198
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam