ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପୋଷ୍ଟ କରାଯିବା ଦିନାଙ୍କ: 01 JAN 2023 10:45AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“୨୦୨୩ ମଙ୍ଗଳମୟ ହେଉ ! ଆଶା, ସୌହାର୍ଦ୍ଦ୍ୟ ଓ ଅନେକ ସଫଳତାରେ ଭରି ଯାଉ । ସମସ୍ତେ ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ।” 

 

SR


(ରିଲିଜ ଆଡି: 1887869) ପରିଦର୍ଶକ କାଉଣ୍ଟର : 138