ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସରକାର ଗଠନ ପାଇଁ ବେଞ୍ଜାମିନ୍ ନେତନ୍ୟାହୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
29 DEC 2022 10:45PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଞ୍ଜାମିନ୍ ନେତନ୍ୟାହୁଙ୍କୁ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ ସହିତ ସରକାର ଗଠନ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ସରକାର ଗଠନ ପାଇଁ ନେତନ୍ୟାହୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଆମର ରଣନୀତିକ ଭାଗିଦାରୀକୁ ମଜବୁତ କରିବା ପାଇଁ ମିଳିତ ଭାବେ କାମ କରିବାକୁ ଆଗ୍ରହୀ ।”
HS
(ରିଲିଜ ଆଡି: 1887878)
ପରିଦର୍ଶକ କାଉଣ୍ଟର : 147
ଏହି ରିଲିଜ ପଢନ୍ତୁ :
English
,
Urdu
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam