ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ମନ୍ନଥୁ ପଦ୍ମନାଭନଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 02 JAN 2023 6:36PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ମନ୍ନଥୁ ପଦ୍ମନାଭନଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସାମାଜିକ ସଂସ୍କାର, ଗ୍ରାମୀଣ ବିକାଶ ଏବଂ ଭାରତର ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ଅବଦାନକୁ ପ୍ରଧାନମନ୍ତ୍ରୀ ସ୍ୱୀକାର କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ଶ୍ରୀ ମନ୍ନଥୁ ପଦ୍ମନାଭନଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି । ସାମାଜିକ ସଂସ୍କାର ଏବଂ ସେବାରେ ତାଙ୍କର ଅବଦାନ ଅନେକ ଲୋକଙ୍କୁ ଉତ୍ସାହିତ କରିଥାଏ । ଗ୍ରାମାଞ୍ଚଳର ବିକାଶରେ ତାଙ୍କର ଉଦ୍ୟମ ପାଇଁ ତାଙ୍କୁ ସମ୍ମାନିତ କରାଯାଇଥିଲା ଏବଂ ଭାରତର ସ୍ୱାଧୀନତା ଆନ୍ଦୋଳନରେ ସେ ବହୁତ ଅବଦାନ ରଖିଥିଲେ ।”

HS


(रिलीज़ आईडी: 1888215) आगंतुक पटल : 155
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam