ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବ୍ରାଜିଲର ରାଷ୍ଟ୍ରପତି ଭାବରେ କାର୍ଯ୍ୟଭାର ଗ୍ରହଣ କରିଥିବାରୁ ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
02 JAN 2023 7:22PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କୁ ବ୍ରାଜିଲର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ବ୍ରାଜିଲର ରାଷ୍ଟ୍ରପତି ଭାବରେ କାର୍ଯ୍ୟଭାର ଗ୍ରହଣ କରିଥିବାରୁ ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ମୁଁ ତାଙ୍କର ତୃତୀୟ କାର୍ଯ୍ୟକାଳର ସଫଳତା କାମନା କରୁଛି ଏବଂ ଭାରତ - ବ୍ରାଜିଲ ରଣନୀତିକ ଭାଗିଦାରୀକୁ ମଜବୁତ କରିବା ପାଇଁ ତାଙ୍କ ସହ କାମ କରିବାକୁ ଆଗ୍ରହୀ ଅଛି ।”
HS
(ରିଲିଜ ଆଡି: 1888217)
ପରିଦର୍ଶକ କାଉଣ୍ଟର : 192
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam