ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ପି.ଭି ଚଲପଥି ରାଓଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
04 JAN 2023 10:26PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବରିଷ୍ଠ ବିଜେପି ନେତା ଶ୍ରୀ ପି.ଭି ଚଲପଥି ରାଓଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟୁଇଟରେ ଶ୍ରୀ ମୋଦୀ କହିଛନ୍ତି:
“ଶ୍ରୀ ପି.ଭି ଚଲପଥି ରାଓ ଗାରୁଙ୍କୁ ତାଙ୍କର ଉଲ୍ଲେଖନୀୟ ସେବା ତଥା ଦେଶପ୍ରେମ ଉତ୍ସାହ ପାଇଁ ସ୍ମରଣ କରାଯିବ । ସେ ଅଗଣିତ ବିଜେପି କାର୍ଯ୍ୟକର୍ତ୍ତାଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବେ । ତାଙ୍କ ଦେହାନ୍ତରେ ଦୁଃଖିତ । ତାଙ୍କ ପରିବାର ତଥା ପ୍ରଶଂସକଙ୍କୁ ସମବେଦନା । ଓମ୍ ଶାନ୍ତି ।”
HS
(रिलीज़ आईडी: 1888722)
आगंतुक पटल : 178
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam