ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ସିଦ୍ଧେଶ୍ୱର ସ୍ୱାମୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
Posted On:
04 JAN 2023 10:32PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ସିଦ୍ଧେଶ୍ୱର ସ୍ୱାମୀ ଜୀଙ୍କର ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ସମାଜ ପାଇଁ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ପରମପୁଜ୍ୟ ଶ୍ରୀ ସିଦ୍ଧେଶ୍ୱର ସ୍ୱାମୀ ଜୀଙ୍କୁ ସ୍ମରଣ କରାଯିବ ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ପରମପୁଜ୍ୟ ଶ୍ରୀ ସିଦ୍ଧେଶ୍ୱର ସ୍ୱାମୀ ଜୀଙ୍କୁ ସମାଜ ପ୍ରତି ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ସ୍ମରଣ କରାଯିବ । ସେ ଅନ୍ୟମାନଙ୍କ ଉନ୍ନତି ପାଇଁ ଅକ୍ଲାନ୍ତ ପରିଶ୍ରମ କରିଥିଲେ ଏବଂ ତାଙ୍କର ପାଣ୍ଡିତ୍ୟ ପାଇଁ ମଧ୍ୟ ସମ୍ମାନିତ ହୋଇଥିଲେ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ତାଙ୍କର ଅଗଣିତ ଭକ୍ତଙ୍କ ସହ ଅଛି । ଓମ୍ ଶାନ୍ତି ।”
HS
(Release ID: 1888727)
Visitor Counter : 131
Read this release in:
English
,
Urdu
,
Hindi
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam