ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
13 JAN 2023 6:17PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋହରି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଲୋହରି ମଙ୍ଗଳମୟ ହେଉ ! ଏହି ପର୍ବ ଆମ ସମାଜରେ ସଦଭାବର ଭାବନା ଆହୁରି ମଜବୁତ କରୁ । ସର୍ବତ୍ର ଆନନ୍ଦ ବିରାଜମାନ କରୁ ।”
SR
(रिलीज़ आईडी: 1891128)
आगंतुक पटल : 153
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
हिन्दी
,
Marathi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam