ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରାୟଣ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
Posted On:
14 JAN 2023 5:48PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାୟଣ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଉତ୍ତରାୟଣର ଶୁଭେଚ୍ଛା । ଆମ ସମସ୍ତଙ୍କ ଜୀବନରେ ଆନନ୍ଦ ଭରି ଯାଉ ।”
SR
(Release ID: 1891241)
Visitor Counter : 115
Read this release in:
English
,
Urdu
,
Marathi
,
Hindi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam