ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଭୋଗି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
14 JAN 2023 5:50PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୋଗି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଭୋଗିର ହାର୍ଦ୍ଦିକ ଶୁଭେଚ୍ଛା । ସମସ୍ତଙ୍କ ସୁଖ ଓ କଲ୍ୟାଣ କାମନା କରୁଛି ।”
SR
(ରିଲିଜ ଆଡି: 1891242)
ପରିଦର୍ଶକ କାଉଣ୍ଟର : 158
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam