ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମକର ସଂକ୍ରାନ୍ତି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 15 JAN 2023 4:35PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମକର ସଂକ୍ରାନ୍ତି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ମକର ସଂକ୍ରାନ୍ତିର ମଙ୍ଗଳକାମନା ।”

SR


(रिलीज़ आईडी: 1891405) आगंतुक पटल : 204
इस विज्ञप्ति को इन भाषाओं में पढ़ें: Kannada , English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Malayalam