ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନେପାଳରେ ବିମାନ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ

प्रविष्टि तिथि: 15 JAN 2023 8:16PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳରେ ବିମାନ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।  

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ନେପାଳରେ ହୋଇଥିବା ବିମାନ ଦୁର୍ଘଟଣା ଯୋଗୁଁ ଦୁଃଖିତ, ଯେଉଁଥିରେ କିଛି ଭାରତୀୟଙ୍କ ସମେତ ବହୁ ଅମୂଲ୍ୟ ଜୀବନ ହାନୀ ହୋଇଛି । ଦୁଃଖର ଏହି ମୁହୂର୍ତ୍ତରେ ମୋ ସମବେଦନା ଓ ପ୍ରାର୍ଥନା ଶୋକସନ୍ତପ୍ତ ପରିବାରଗୁଡିକ ସହିତ ରହିଛି ।”  

SR


(रिलीज़ आईडी: 1891573) आगंतुक पटल : 169
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam