ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜ୍ୟ ସ୍ଥାପନ ଦିବସ ଅବସରରେ ମଣିପୁରବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 21 JAN 2023 6:49PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ସ୍ଥାପନ ଦିବସ ଅବସରରେ ମଣିପୁରବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

 

“ମଣିପୁରବାସୀଙ୍କୁ ରାଜ୍ୟ ସ୍ଥାପନ ଦିବସର ଶୁଭକାମନା । ବିଗତ କିଛି ବର୍ଷ ଧରି ରାଜ୍ୟ ବିଭିନ୍ନ କ୍ଷେତ୍ରରେ ସମୃଦ୍ଧ ହେଉଛି । ରାଜ୍ୟବାସୀଙ୍କ ଆକାଂକ୍ଷା ପୂରଣ ହେବା ସହିତ ମଣିପୁର ଭାରତର ସମୃଦ୍ଧି ପଥକୁ ଆହୁରି ମଜବୁତ କରୁ ବୋଲି କାମନା କରୁଛି” 

 

SR


(रिलीज़ आईडी: 1892700) आगंतुक पटल : 161
इस विज्ञप्ति को इन भाषाओं में पढ़ें: Kannada , English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Malayalam