ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପରିକ୍ରମା ଦିବସ ଅବସରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 23 JAN 2023 6:30PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରିକ୍ରମା ଦିବସ ଅବସରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

 

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

 

“ଆଜି ପରିକ୍ରମା ଦିବସରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଭାରତର ଇତିହାସ ପ୍ରତି ତାଙ୍କ ଅତୁଳନୀୟ ଅବଦାନକୁ ସ୍ମରଣ କରୁଛି । ଔପନିବେଶିକ ଶାସନକୁ ତୀବ୍ର ବିରୋଧ ପାଇଁ ସେ ସ୍ମରଣୀୟ ରହିବେ । ତାଙ୍କ ଚିନ୍ତାଧାରା ଦ୍ୱାରା ପ୍ରଭାବିତ ହୋଇ ଭାରତ ପାଇଁ ସେ ଦେଖିଥିବା ସ୍ୱପ୍ନ ସାକାର କରିବାକୁ ଉଦ୍ୟମ କରୁଛୁ ।’’

SR


(रिलीज़ आईडी: 1893054) आगंतुक पटल : 171
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam