ପୋଷ୍ଟ କରାଯିବା ଦିନାଙ୍କ:
24 JAN 2023 5:12PM by PIB Bhubaneswar
ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ସୁଖବିନ୍ଦର ସିଂହ ସୁଖୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ସୁଖବିନ୍ଦର ସିଂହ ସୁଖୁ ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।”
SR