ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗଣତନ୍ତ୍ର ଦିବସ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 26 JAN 2023 8:54AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣତନ୍ତ୍ର ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

 

“ଗଣତନ୍ତ୍ର ଦିବସର ଅନେକ ଶୁଭକାମନା । ଚଳିତ ଅବସର ଏଥିପାଇଁ ସ୍ୱତନ୍ତ୍ର ଯେ, ଏହାକୁ ଆମେ ସ୍ୱାଧୀନତାର ଅମୃତ ମହୋତ୍ସବ ବେଳେ ପାଳନ କରୁଛେ । ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଆମେ ଏକତ୍ର ଅଗ୍ରସର ହେବା ବୋଲି କାମନା । 

Happy Republic Day to all fellow Indians!”

 

SR


(रिलीज़ आईडी: 1893889) आगंतुक पटल : 166
इस विज्ञप्ति को इन भाषाओं में पढ़ें: Assamese , English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam