ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗଣତନ୍ତ୍ର ଦିବସରେ ଜାତୀୟ ସମର ସ୍ମାରକ ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
26 JAN 2023 4:21PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଣତନ୍ତ୍ର ଦିବସରେ ଜାତୀୟ ସମର ସ୍ମାରକ ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆଜି ପୂର୍ବାହ୍ନରେ ଜାତୀୟ ସମର ସ୍ମାରକରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି ।”
SR
(रिलीज़ आईडी: 1894009)
आगंतुक पटल : 177
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam