ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କର୍ତ୍ତବ୍ୟ ପଥରେ ଆୟୋଜିତ ଆଜିର ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
26 JAN 2023 4:14PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଆୟୋଜିତ ଆଜିର ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମର ଝଲକ ଏକ ଟ୍ୱିଟ ଶୃଙ୍ଖଳରେ ଶେୟାର କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ୭୪ତମ ଗଣତନ୍ତ୍ର ଦିବସ ସମାରୋହର ଫଟୋ ଶେୟାର କରାଯାଇଛି ।
SR
(ରିଲିଜ ଆଡି: 1894011)
ପରିଦର୍ଶକ କାଉଣ୍ଟର : 171
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam