ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଦ୍ମ ପୁରସ୍କାର ବିଜେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
25 JAN 2023 10:34PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ । ଦେଶ ପ୍ରତି ସମୃଦ୍ଧ ଓ ବିବିଧ ଯୋଗଦାନ ସାଙ୍ଗକୁ ଆମର ବିକାଶ ପଥ ବ୍ୟାପକ କରିବାରେ ସେମାନଙ୍କ ଉଦ୍ୟମକୁ ଭାରତ ସମ୍ମାନ ଜଣାଉଛି । #PeoplesPadma”
SR
(ରିଲିଜ ଆଡି: 1894065)
ପରିଦର୍ଶକ କାଉଣ୍ଟର : 153
ଏହି ରିଲିଜ ପଢନ୍ତୁ :
Marathi
,
English
,
Urdu
,
हिन्दी
,
Bengali
,
Assamese
,
Manipuri
,
Punjabi
,
Tamil
,
Telugu
,
Kannada
,
Malayalam