ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂଣ୍ୟ ତିଥି ଅବସରରେ ରାଜଘାଟ ଠାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 30 JAN 2023 4:45PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଜଘାଟ ଠାରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ତିଥି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ରାଜଘାଟ ଠାରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।”

 

SR


(ରିଲିଜ ଆଡି: 1894783) ପରିଦର୍ଶକ କାଉଣ୍ଟର : 168