ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗାନ୍ଧି ସ୍ମୃତି ଠାରେ ପ୍ରାର୍ଥନା ସଭାରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

Posted On: 30 JAN 2023 7:52PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନରେ ନୂଆଦିଲ୍ଲୀର ଗାନ୍ଧି ସ୍ମୃତି ଠାରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗ ଦେଇଥିଲେ ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଆଜି ପୂର୍ବାହ୍ନରେ ଗାନ୍ଧି ସ୍ମୃତି ଠାରେ ଆୟୋଜିତ ଏକ ପ୍ରାର୍ଥନା ସଭାରେ ଯୋଗ ଦେଇଥିଲି ।” 

 

SR



(Release ID: 1894845) Visitor Counter : 92