ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 29 JAN 2023 9:55PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସ ଜୀଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା । ଓମ ଶାନ୍ତି ।

 

 SR


(ରିଲିଜ ଆଡି: 1895398) ପରିଦର୍ଶକ କାଉଣ୍ଟର : 186