ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ପୂଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 11 FEB 2023 5:49PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ପୂଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ପୂଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ଜାତୀୟ ପ୍ରଗତି ଓ ଦରିଦ୍ର ସେବା ପାଇଁ ତାଙ୍କ ଉଦ୍ୟମକୁ ଆମେ କେବେ ଭୁଲି ପାରିବା ନାହିଁ । ତାଙ୍କ ଦୃଷ୍ଟିଭଙ୍ଗୀ ଦ୍ୱାରା ପ୍ରେରିତ ହୋଇ, ବିକାଶର ସୁଫଳ ବଞ୍ଚିତ ଓ ଦଳିତଙ୍କ ନିକଟରେ ପହଞ୍ଚାଇବା ସୁନିଶ୍ଚିତ କରିବାକୁ ଆମେ ଦିନରାତି କାମ କରୁଛୁ ।”    

SR


(रिलीज़ आईडी: 1898323) आगंतुक पटल : 189
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam