ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜମ୍ମୁ ଓ କଶ୍ମୀରରେ ତୃତୀୟ ଖେଲୋ ଇଣ୍ଡିଆ ଜାତୀୟ ଶୀତକାଳୀନ କ୍ରୀଡାରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା
ପୋଷ୍ଟ କରାଯିବା ଦିନାଙ୍କ:
11 FEB 2023 5:50PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ ଓ କଶ୍ମୀରରେ ତୃତୀୟ ଖେଲୋ ଇଣ୍ଡିଆ ଜାତୀୟ ଶୀତକାଳୀନ କ୍ରୀଡାରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟର ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ତୃତୀୟ ଖେଲୋ ଇଣ୍ଡିଆ ଜାତୀୟ ଶୀତକାଳୀନ କ୍ରୀଡାରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ଶୁଭକାମନା । ଏହି କ୍ରୀଡା ଗୁଲମାର୍ଗର ସୁରମ୍ୟ ପରିବେଶରେ ଆୟୋଜିତ ହେଉଛି । ଜମ୍ମୁ ଓ କଶ୍ମୀରର କ୍ରୀଡା ସଂସ୍କୃତିକୁ ଏହା ପ୍ରୋତ୍ସାହିତ ମଧ୍ୟ କରିବ ।”
SR
(ରିଲିଜ ଆଡି: 1898324)
ପରିଦର୍ଶକ କାଉଣ୍ଟର : 222
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam
,
Malayalam