ସ୍ଵରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ
azadi ka amrit mahotsav

ଦେଶବ୍ୟାପୀ ମେଗା ସାଇକ୍ଲୋଥନ ପ୍ରତିଯୋଗୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ପୋଷ୍ଟ କରାଯିବା ଦିନାଙ୍କ: 15 FEB 2023 6:53PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସୁସ୍ଥ ଜୀବନଶୈଳୀ ସମ୍ପର୍କରେ ସଚେତନତା ବୃଦ୍ଧି ପାଇଁ ଦେଶବ୍ୟାପୀ ମେଗା ସାଇକ୍ଲୋଥନ କାର୍ଯ୍ୟକ୍ରମରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ପ୍ରଶଂସା କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ଡଃ ଭାରତୀ ପ୍ରବୀଣ ପାୱାରଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସୁସ୍ଥ ଜୀବନଶୈଳୀ ସମ୍ପର୍କରେ ସଚେତନତା ବୃଦ୍ଧି ପାଇଁ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ଶୁଭେଚ୍ଛା ଜଣାଉଛି ।”  

 

SR


(ରିଲିଜ ଆଡି: 1899599) ପରିଦର୍ଶକ କାଉଣ୍ଟର : 211