ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାଶିବରାତ୍ରୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 18 FEB 2023 7:31PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ମହାଶିବରାତ୍ରୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।  

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମହାଶିବରାତ୍ରୀର ମହାନ ଅବସରରେ ସମସ୍ତଙ୍କୁ ଶୁଭକାମନା ।

ସମସ୍ତ ଦେଶବାସୀଙ୍କୁ ମହାଶିବରାତ୍ରୀର ଅନନ୍ତ ଶୁଭକାମନା ।

ହର-ହର ମହାଦେବ ।”  

 

SR


(रिलीज़ आईडी: 1900390) आगंतुक पटल : 120
इस विज्ञप्ति को इन भाषाओं में पढ़ें: Assamese , English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam