ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ନନ୍ଦମୁରି ତାରକ ରତ୍ନାଙ୍କ ଅକାଳ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 20 FEB 2023 5:59AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ତେଲୁଗୁ ଅଭିନେତା ଓ ରାଜନେତା ଶ୍ରୀ ନନ୍ଦମୁରି ତାରକ ରତ୍ନାଙ୍କ ଅକାଳ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଶ୍ରୀ ନନ୍ଦମୁରି ତାରକ ରତ୍ନାଙ୍କ ଅକାଳ ବିୟୋଗ ଯୋଗୁଁ ଦୁଃଖିତ । ଫିଲ୍ମ ଓ ମନୋରଞ୍ଜନ ଜଗତରେ ସେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଓ ପ୍ରଶଂସକଙ୍କୁ ସମବେଦନା । ଓମ ଶାନ୍ତି: ପ୍ରଧାନମନ୍ତ୍ରୀ@narendramodi

 

SR


(रिलीज़ आईडी: 1900641) आगंतुक पटल : 162
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam