ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜୟନ୍ତୀ ଅବସରରେ ଛତ୍ରପତି ଶିବାଜୀ ମହାରାଜଙ୍କୁ ନମନ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 20 FEB 2023 6:00AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଛତ୍ରପତି ଶିବାଜୀ ମହାରାଜଙ୍କୁ ତାଙ୍କ ଜୟନ୍ତୀ ଅବସରରେ ନମନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଜୟନ୍ତୀ ଅବସରରେ ଛତ୍ରପତି ଶିବାଜୀ ମହାରାଜଙ୍କୁ ନମନ କରୁଛି । ତାଙ୍କ ବୀରତ୍ୱ ଓ ସୁଶାସନକୁ ଗୁରୁତ୍ୱ ଆମକୁ ପ୍ରେରିତ କରୁଛି ।”

 

SR


(रिलीज़ आईडी: 1900642) आगंतुक पटल : 174
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam