ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) ଦ୍ୱାରା ଆୟୋଜିତ ଚିନ୍ତନ ଶିବିରରେ ଭାଗ ନେଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 FEB 2023 10:09PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଦ୍ୱାରା ଆୟୋଜିତ ଚିନ୍ତନ ଶିବିରରେ ଭାଗ ନେଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

@DoPTGoI ଦ୍ୱାରା ଆୟୋଜିତ ଚିନ୍ତନ ଶିବିରରେ ଭାଗ ନେଲି । ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ବିଭାଗରେ ତାଳମେଳ ଓ ଦକ୍ଷତାକୁ ଆହୁରି ଉନ୍ନତ କରିବାର ଶୈଳୀ ସମ୍ପର୍କରେ ଆଲୋକପାତ କଲି ।  

 

SR


(ରିଲିଜ ଆଡି: 1900645) ପରିଦର୍ଶକ କାଉଣ୍ଟର : 209