ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ସତ୍ୟବ୍ରତ ମୁଖାର୍ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
04 MAR 2023 8:54AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ସତ୍ୟବ୍ରତ ମୁଖାର୍ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ସତ୍ୟବ୍ରତ ମୁଖାର୍ଜୀଙ୍କ ବିୟୋଗରେ ଦୁଃଖିତ । ପଶ୍ଚିମବଙ୍ଗରେ ବିଜେପି ନିର୍ମାଣରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ । ନିଜ ଆଇନଗତ କୌଶଳ ସାଙ୍ଗକୁ ବୁଦ୍ଧିମତା ପାଇଁ ସେ ସମ୍ମାନିତ ଥିଲେ । ତାଙ୍କ ପରିବାର ପ୍ରତି ସମବେଦନା । ଓମ ଶାନ୍ତି ।”
SR
(ରିଲିଜ ଆଡି: 1904098)
ପରିଦର୍ଶକ କାଉଣ୍ଟର : 157
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam