ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରତି ଘରକୁ ପାନୀୟ ଜଳ ସଂଯୋଗ ସୁନିଶ୍ଚିତ କରିବା ପାଇଁ ମଧ୍ୟପ୍ରଦେଶର ବୁରହାନପୁରର ଖାଡକି ଗାଁର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ପ୍ରଶଂସା

प्रविष्टि तिथि: 05 MAR 2023 5:20PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରତି ଘରକୁ ପାନୀୟ ଜଳ ସଂଯୋଗ ସୁନିଶ୍ଚିତ କରିବା ପାଇଁ ମଧ୍ୟପ୍ରଦେଶର ବୁରହାନପୁର ଜିଲ୍ଲାର ଖାଡକି ଗାଁର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । ଏହାକୁ ସାରା ଦେଶ ପାଇଁ ଉଦାହରଣ ବୋଲି ଶ୍ରୀ ମୋଦୀ କହିଛନ୍ତି ।

କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ବୁରହାନପୁରରେ ନାରୀ ଶକ୍ତିର ଏହି ଉଦ୍ୟମ ସାରା ଦେଶ ପାଇଁ ଏକ ଉଦାହରଣ ।

 

SR


(रिलीज़ आईडी: 1904404) आगंतुक पटल : 167
इस विज्ञप्ति को इन भाषाओं में पढ़ें: Kannada , English , Urdu , हिन्दी , Marathi , Assamese , Bengali , Manipuri , Punjabi , Gujarati , Tamil , Telugu , Malayalam