ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

प्रविष्टि तिथि: 05 MAR 2023 5:22PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଜଣେ ଉଲ୍ଲେଖନୀୟ ନେତା ଓ ସଂସ୍ଥାନ ନିର୍ମାତା ବିଜୁ ବାବୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ପ୍ରଗତିଶୀଳ ଓ ବହୁମୁଖୀ ବ୍ୟକ୍ତିତ୍ୱର ଅଧିକାରୀ ଭାବେ ଓଡିଶାର ପ୍ରଗତି ପାଇଁ ତାଙ୍କ ଅବଦାନ ଅତୁଳନୀୟ ଥିଲା । ଜରୁରିକାଳୀନ ପରିସ୍ଥିତି ବିରୋଧୀ ଲଢେଇରେ ତାଙ୍କ ଭୂମିକା ଉଲ୍ଲେଖନୀୟ ଥିଲା ।

 

SR


(रिलीज़ आईडी: 1904406) आगंतुक पटल : 167
इस विज्ञप्ति को इन भाषाओं में पढ़ें: Kannada , English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Malayalam