ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସାର ଆତ୍ମନିର୍ଭରତା ଦିଗରେ ଆଉ ଏକ ବଡ ସଫଳତା
ନାନୋ ୟୁରିଆ ପରେ ନାନୋ ଡିଏପି ଅନୁମୋଦିତ
କୃଷକଙ୍କ ଜୀବନକୁ ସହଜ କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କହିଲେ ପ୍ରଧାନମନ୍ତ୍ରୀ
Posted On:
05 MAR 2023 5:23PM by PIB Bhubaneshwar
ଭାରତ ସରକାର ନାନୋ ୟୁରିଆ ପରେ ନାନୋ ଡିଏପିକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହି ନିଷ୍ପତ୍ତି ଆମ ଚାଷୀ ଭାଇ ଓ ଭଉଣୀମାନଙ୍କ ଜୀବନକୁ ସହଜ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।
କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆମ ଚାଷୀ ଭାଇ-ଭଉଣୀଙ୍କ ଜୀବନକୁ ସହଜ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।”
SR
(Release ID: 1904407)
Visitor Counter : 149
Read this release in:
English
,
Urdu
,
Hindi
,
Marathi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam