ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଦେଶବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
08 MAR 2023 8:41AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭ ଓ ରଙ୍ଗଭରା ହୋଲିର ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ହୋଲିର ଅନେକ ଅନେକ ଶୁଭେଚ୍ଛା । ଆପଣମାନଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସର ରଙ୍ଗ ବିରାଜମାନ କରୁ ।
SR
(ରିଲିଜ ଆଡି: 1905165)
ପରିଦର୍ଶକ କାଉଣ୍ଟର : 162
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam