ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 13 MAR 2023 6:33PM by PIB Bhubaneshwar

ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ନୈଫ୍ୟୁ ରିଓ ଆଜି ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ @Neiphiu_Rio ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।    

 

SR


(ରିଲିଜ ଆଡି: 1906844) ପରିଦର୍ଶକ କାଉଣ୍ଟର : 172