ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମେଘାଳୟ ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
14 MAR 2023 6:34PM by PIB Bhubaneswar
ମେଘାଳୟ ମୁଖ୍ୟମନ୍ତ୍ରୀ ଶ୍ରୀ କୋନରାଡ ସାଙ୍ଗମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ମେଘାଳୟ ମୁଖ୍ୟମନ୍ତ୍ରୀ ଶ୍ରୀ @SangmaConrad ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।”
SR
(ରିଲିଜ ଆଡି: 1906849)
ପରିଦର୍ଶକ କାଉଣ୍ଟର : 142
ଏହି ରିଲିଜ ପଢନ୍ତୁ :
Malayalam
,
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada