ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସିକନ୍ଦରାବାଦର ସ୍ୱପ୍ନାଲୋକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକ ମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି
प्रविष्टि तिथि:
18 MAR 2023 7:34AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକନ୍ଦରାବାଦର ସ୍ୱପ୍ନାଲୋକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକ ମାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ୱିଟ୍ କରିଛି ଯେ :
ସିକନ୍ଦରାବାଦର ସ୍ୱପ୍ନାଲୋକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକ ମାନଙ୍କ ପାଇଁ ମୁଁ ଦୁଃଖିତ । ମୋର ବିଚାର ଶୋକସନ୍ତପ୍ତ ପରିବାର ସହିତ ଅଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ”
***
SSP
(रिलीज़ आईडी: 1908251)
आगंतुक पटल : 171
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam