ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ସିକନ୍ଦରାବାଦର ସ୍ୱପ୍ନାଲୋକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକ ମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି

Posted On: 18 MAR 2023 7:34AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକନ୍ଦରାବାଦର ସ୍ୱପ୍ନାଲୋକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକ ମାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ୱିଟ୍ କରିଛି ଯେ :

ସିକନ୍ଦରାବାଦର ସ୍ୱପ୍ନାଲୋକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକ ମାନଙ୍କ ପାଇଁ ମୁଁ ଦୁଃଖିତ । ମୋର ବିଚାର ଶୋକସନ୍ତପ୍ତ ପରିବାର ସହିତ ଅଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ”

 ***

SSP



(Release ID: 1908251) Visitor Counter : 104