ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
                
                
                
                
                
                    
                    
                        ଉତ୍ତର ପ୍ରଦେଶର ଚନ୍ଦୋସି ଠାରେ ଶୀତଳ ଭଣ୍ଡାରରେ ଦୁର୍ଘଟଣାଜନିତ ପ୍ରାଣହାନିକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
                    
                    
                        
                    
                
                
                    Posted On:
                18 MAR 2023 7:37AM by PIB Bhubaneshwar
                
                
                
                
                
                
                ଉତ୍ତରପ୍ରଦେଶର ଚନ୍ଦୋସି ଠାରେ ଶୀତଳ ଭଣ୍ଡାରରେ ଦୁର୍ଘଟଣା କାରଣରୁ ପ୍ରାଣହାନିକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ୱିଟ୍ କରିଛି ;
" ଉତ୍ତରପ୍ରଦେଶର ଚନ୍ଦୋସି ଠାରେ ଶୀତଳ ଭଣ୍ଡାରରେ ଘଟିଥିବା ଏହି ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ । ପ୍ରାଣ ହରାଇଥିବା ଲୋକ ମାନଙ୍କ ପରିବାର ପ୍ରତି ମୋର ସମବେଦନା । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ପ୍ରକାର ଉଦ୍ୟମ କରୁଛି । ମୁଁ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମୁଁ କରୁଛି । ପ୍ରଧାନମନ୍ତ୍ରୀ”
*************
 
SSP
 
                
                
                
                
                
                (Release ID: 1908253)
                Visitor Counter : 145
                
                
                
                    
                
                
                    
                
                Read this release in: 
                
                        
                        
                            Kannada 
                    
                        ,
                    
                        
                        
                            English 
                    
                        ,
                    
                        
                        
                            Urdu 
                    
                        ,
                    
                        
                        
                            Marathi 
                    
                        ,
                    
                        
                        
                            हिन्दी 
                    
                        ,
                    
                        
                        
                            Bengali 
                    
                        ,
                    
                        
                        
                            Assamese 
                    
                        ,
                    
                        
                        
                            Manipuri 
                    
                        ,
                    
                        
                        
                            Punjabi 
                    
                        ,
                    
                        
                        
                            Gujarati 
                    
                        ,
                    
                        
                        
                            Tamil 
                    
                        ,
                    
                        
                        
                            Telugu 
                    
                        ,
                    
                        
                        
                            Malayalam