ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 17 MAR 2023 5:48PM by PIB Bhubaneshwar

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇଏସ୍‍ ଜଗନ୍ ମୋହନ ରେଡ୍ଡୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ ଏସ୍‍ ଜଗନ ମୋହନ ରେଡ୍ଡୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

HS


(ରିଲିଜ ଆଡି: 1908254) ପରିଦର୍ଶକ କାଉଣ୍ଟର : 142