ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନଭରୋଜ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
21 MAR 2023 1:22PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭରୋଜ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ନଭରୋଜ ମୁବାରକ! ଏହି ପବିତ୍ର ଅବସରରେ ସମସ୍ତଙ୍କ ଖୁସି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି । ଆଗାମୀ ବର୍ଷରେ ସମୃଦ୍ଧି ସହ ଆମ ସମାଜରେ ଏକତାର ଭାବନା ବୃଦ୍ଧି ପାଉ ।”
SR
(रिलीज़ आईडी: 1909334)
आगंतुक पटल : 135
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam