ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଡି ପଡୱା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 22 MAR 2023 10:55AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଡି ପଡୱା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ପବିତ୍ର ଗୁଡି ପଡୱା ଅବସରରେ ଆପଣମାନଙ୍କୁ ମୋର ଶୁଭେଚ୍ଛା ।”

SR


(रिलीज़ आईडी: 1909604) आगंतुक पटल : 91
इस विज्ञप्ति को इन भाषाओं में पढ़ें: Bengali , English , Urdu , Marathi , हिन्दी , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam