ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସାଜିବୁ ଚେରୋବା ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
Posted On:
22 MAR 2023 10:57AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଜିବୁ ଚେରୋବା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ସାଜିବୁ ଚେରୋବାର ଶୁଭେଚ୍ଛା । ନୂଆବର୍ଷ ଆପଣଙ୍କ ପାଇଁ ମଙ୍ଗଳମୟ ହେଉ ।”
SR
(Release ID: 1909606)
Read this release in:
English
,
Urdu
,
Marathi
,
Hindi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam